ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

ଭୁବନେଶ୍ୱର: ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ସରୁଛି ପ୍ରଚାର । ଆସନ୍ତା ଶନିବାର ୮ଟି ରାଜ୍ୟରେ ୫୭ ଲୋକସଭା ଆସନରେ ହେବ ମତଦାନ । ଓଡ଼ିଶାର ମୟୂରଭଞ୍ଜ, ଜଗତସିଂପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଯାଜପୁର ଆଦି ୬ଟି ଲୋକସଭା ଆସନରେ ଆସନ୍ତା ୧ରେ ମତଦାନ ହେବ । ଏହା ସହିତ ଏସବୁ ସଂସଦୀୟ କ୍ଷେତ୍ରର ୪୨ଟି ବିଧାନସଭା ଆସନରେ ମଧ୍ୟ ମତଦାନ ଅନୁଷ୍ଠିତ ହେବ …

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର Read More »