ଲଘୁ ବନଜାତ ଦ୍ରବ୍ୟ କ୍ରୟ ପାଇଁ “ଲାଭ” ଯୋଜନାର ଶୁଭାରମ୍ଭ
କନ୍ଧମାଳ: ଆଦିବାସୀ ସମ୍ପ୍ରଦାୟର ଉନ୍ନତି ପାଇଁ ପୁଣି ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଲଘୁ ବନଜାତ ଦ୍ରବ୍ୟ କ୍ରୟ ପାଇଁ “ଲାଭ” ଯୋଜନାର ଶୁଭାରମ୍ଭ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସମ୍ମନ୍ୱୀତ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟରେ ଯୋଜନାର ହୋଇଛି ଶୁଭାରମ୍ଭ । ଉପଜିଲ୍ଲାପାଳ ଡକ୍ଟର ରୀନା ପ୍ରଧାନ ସବୁଜ ପତାକା ଦେଖାଇ ଏକ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି । ଏହି ରଥ ଗାଁ ଗାଁ ବୁଲି ବୁଲି ଲୋକଙ୍କୁ …
ଲଘୁ ବନଜାତ ଦ୍ରବ୍ୟ କ୍ରୟ ପାଇଁ “ଲାଭ” ଯୋଜନାର ଶୁଭାରମ୍ଭ Read More »