ପ୍ରଶ୍ନ ପାଇଁ ଲାଞ୍ଚ ନେବା ଅଭିଯୋଗ: ସଂସଦରୁ ବହିଷ୍କୃତ ହେଲେ ମହୁଆ ମୈତ୍ର
ନୂଆଦିଲ୍ଲୀ: ପ୍ରଶ୍ନ ପାଇଁ ଲାଞ୍ଚ ନେବା ଅଭିଯୋଗରେ ସଂସଦରୁ ବହିଷ୍କୃତ ହେଲେ ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ର । ତାଙ୍କ ବିରୋଧରେ ’କ୍ୟାସ୍ ଫର କ୍ୱେରି’ ଅଭିଯୋଗ ନେଇ ସଦାଚାର କମିଟି ରିପୋର୍ଟ ଆସିବା ପରେ ତାଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଛି । ସଂସଦରେ ନରେନ୍ଦ୍ର ମୋଦୀ ସରକାରଙ୍କୁ ସମାଲୋଚନା କରୁଥିବା ପ୍ରଶ୍ନ ପଚାରିବା ବଦଳରେ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କ ଠାରୁ ନଗଦ ୨କୋଟି ଟଙ୍କା ଓ ବିଳାସପୂର୍ଣ୍ଣ ଉପହାର ସାମଗ୍ରୀ ସମେତ ଲାଞ୍ଚ ନେଇଥିବା …
ପ୍ରଶ୍ନ ପାଇଁ ଲାଞ୍ଚ ନେବା ଅଭିଯୋଗ: ସଂସଦରୁ ବହିଷ୍କୃତ ହେଲେ ମହୁଆ ମୈତ୍ର Read More »