ମେୟରଙ୍କ ଦରମା ହେଲା ୫୦ ହଜାର

ଭୁବନେଶ୍ୱର: ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି । ମହାନଗର ନିଗମମାନଙ୍କର ମେୟରମାନେ …

ମେୟରଙ୍କ ଦରମା ହେଲା ୫୦ ହଜାର Read More »