ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ବୃଦ୍ଧି

ଭୁବନେଶ୍ୱର : ବଢିଲା ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣ । ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନ କର୍ମକର୍ତ୍ତାଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିଛନ୍ତି । ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ôଥକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା …

ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ବୃଦ୍ଧି Read More »