ମିଶନ ଶକ୍ତି ମା’ଙ୍କୁ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ
ଭୁବନେଶ୍ୱର: ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ôଥକ ସହାୟତା ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ୫ ବର୍ଷରେ …
ମିଶନ ଶକ୍ତି ମା’ଙ୍କୁ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ Read More »