୨୪ରେ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ୱର : ଆସନ୍ତାକାଲି ହିଞ୍ଜିଳିରୁ ପ୍ରଚାର ଅନୁକୂଳ କରିବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜର ପାରମ୍ପରିକ ଆସନରୁ ଚଳିତ ନିର୍ବାଚନ ପାଇଁ ବିଧିବଦ୍ଧ ଭାବରେ ପ୍ରଚାର ମଇଦାନକୁ ଓହ୍ଲାଇବେ । ତାଙ୍କ ସହ ଦଳର ବରିଷ୍ଠ ନେତା ତଥା ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ପ୍ରଚାର ପାଇଁ ହିଞ୍ଜିଳି ଗସ୍ତ କରିବେ । ୨୪ ତାରିଖ ପୂର୍ବାହ୍ନ ସାଢେ ୧୦ଟାରେ ହିଞ୍ଜିଳିରେ ଏକ ସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ …

 ୨୪ରେ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ Read More »