ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ନରେଶ ମହାନ୍ତି

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ । ବିଜେପି ଛାଡ଼ି ବିଜେଡ଼ିରେ ସାମିଲ ହେଲେ ଯାଜପୁର ଜିଲ୍ଲା ରସୁଲପୁରର ନରେଶ ମହାନ୍ତି । ଶଙ୍ଖ ଭବନରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ନରେଶଙ୍କ ସହ ଶତାଧିକ ସମର୍ଥକ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଧାୟକ ପ୍ରଣବ ବଳବନ୍ତରାୟ ମଧ୍ୟ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟରେ …

ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ନରେଶ ମହାନ୍ତି Read More »