କେନ୍ଦ୍ରାପଡା ଓ ଜଗତସିଂହପୁର ଲୋକସଭା କ୍ଷେତ୍ରରେ ନବନୀଙ୍କ ପ୍ରଚାର

ଭୁବନେଶ୍ୱର: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରମୋ ନବୀନ ପଟ୍ଟନାୟକ । ସେ କେନ୍ଦ୍ରାପଡା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଦିନ ୧୧ଟାରେ ସେ କେନ୍ଦ୍ରାପଡା ବାରୋ ପଡିଆରେ ପହଞ୍ଚିଥିଲେ । ସେଠାରେ ଜନସଭାରେ କେନ୍ଦ୍ରାପଡା ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ ବିଧାନସଭା ପ୍ରାର୍ଥୀ ଗଣେଶ୍ୱର ବେହେରାଙ୍କ ପାଇଁ ଭୋଟ୍ …

କେନ୍ଦ୍ରାପଡା ଓ ଜଗତସିଂହପୁର ଲୋକସଭା କ୍ଷେତ୍ରରେ ନବନୀଙ୍କ ପ୍ରଚାର Read More »