ହଜାର ହଜାର ସମର୍ଥକଙ୍କ ଗହଣରେ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର: ହିଂଜିଳି ପରେ କଣ୍ଟାବାଞ୍ଜିରେ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନିଜର ଦ୍ୱିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ôଥପତ୍ର ଦାଖଲ କରିଛନ୍ତି ନବୀନ । ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ସମୟରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ବଲାଙ୍ଗୀର ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ, ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂହଦେଓ , ଟିଟିଲାଗଡ଼ ବିଧାୟକ ପ୍ରାର୍ଥୀ ଟୁକୁନି ସାହୁ, ବଲାଙ୍ଗୀର …

 ହଜାର ହଜାର ସମର୍ଥକଙ୍କ ଗହଣରେ ନାମାଙ୍କନ ଭରିଲେ ନବୀନ Read More »