ଯୋଡି ଶଙ୍ଖରେ ଭୋଟ ଦେବାକୁ ଅପିଲ୍ କରିବେ ନବୀନ

ଭୁବନେଶ୍ୱର: ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ଖୋର୍ଦ୍ଧା, ନୟାଗଡ, ପୁରୀ ଓ ପରେ କଟକରେ କରିବେ ଜୋରଦାର ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ଅପିଲ କରିବେ ମୁଖ୍ୟମନ୍ତ୍ରୀ । ପ୍ରଥମେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଖୋର୍ଦ୍ଧା ହାବେଳି ପଡିଆରେ ନିର୍ବାଚନୀ ସଭାରେ ଯୋଗଦେଇ …

ଯୋଡି ଶଙ୍ଖରେ ଭୋଟ ଦେବାକୁ ଅପିଲ୍ କରିବେ ନବୀନ Read More »