naveen patnaiks election campaign

 ନିରାଡ଼ମ୍ବର ଢଙ୍ଗରେ ପ୍ରଚାର କରି ଲୋକଙ୍କ ହୃଦୟ ଜିତିଲେ ନବୀନ

ନବରଙ୍ଗପୁର : ରାଜନୀତିରେ ନିଜର ସ୍ୱଚ୍ଛ ଓ ସରଳ ଚିନ୍ତାଧାରା ପାଇଁ ସାରା ଦେଶରେ ପ୍ରଶଂସିତ ନବୀନ ପଟ୍ଟନାୟକ ଆଜି କୋରାପୁଟ ପରେ ନବରଙ୍ଗପୁରରେ ମଧ୍ୟ ନିରାଡମ୍ବର ଢଙ୍ଗରେ ନିର୍ବାଚନ ପ୍ରଚାର କରି ଲୋକଙ୍କ ହୃଦୟ ଜିତିଛନ୍ତି । ନବରଙ୍ଗପୁରର ମାଝୀଗୁଡାଠାରେ ଆୟୋଜିତ ପ୍ରଚାର ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ପ୍ରଥମେ ପଚାରିଥିଲେ, ଆପଣମାନେ ଭଲ ଅଛନ୍ତି ତ? ଏହି ଗୋଟିଏ ପ୍ରଶ୍ନରେ ଉପସ୍ଥିତ ଜନତା ଭାବବିହ୍ୱଳ ହୋଇପଡିଥିଲେ । ସମସ୍ତଙ୍କ ହୃଦୟକୁ ଛୁଇଁଥିଲେ ନବୀନ । …

 ନିରାଡ଼ମ୍ବର ଢଙ୍ଗରେ ପ୍ରଚାର କରି ଲୋକଙ୍କ ହୃଦୟ ଜିତିଲେ ନବୀନ Read More »

 ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି

ଜୟପୁର : କୋରାପୁଟ ସଭାରେ ବିରୋଧୀଙ୍କ ଉପରେ ନବୀନଙ୍କ ଶାଣିତ ଆକ୍ରମଣ । ବିରୋଧୀଙ୍କ ନିଶାନାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳଙ୍କ ବିରୋଧରେ ମିଥ୍ୟା କଥା କହିବାର ଅଭିଯୋଗ କରିଛନ୍ତି । ସଭାରେ ଉଦବୋଧନ ଦେଇ ସେ କହିଥିଲେ ଯେ, ବିରୋଧୀ ଦଳ ମିଛ କଥା କହୁଛନ୍ତି । ବିରୋଧୀ ଦଳର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଆପଣାମାନେ ମୋତେ ଆଶୀର୍ବାଦ କରନ୍ତୁ । ଶଙ୍ଖ ଚିହ୍ନକୁ ଆର୍ଶିବାଦ କରନ୍ତୁ । ଏମଏଲଏ …

 ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି Read More »

RSS
Follow by Email
Scroll to Top
Close Bitnami banner
Bitnami