ପୁରୀ ପରିକ୍ରମା ଓ ଲିଙ୍ଗରାଜଙ୍କ କାମ ବନ୍ଦ କରିବାକୁ ଚେଷ୍ଟା କରିଥିଲେ ଅପରାଜିତା

ଭୁବନେଶ୍ୱର : ଆଜି ଖୋର୍ଦ୍ଧାରେ ଜୋରଦାର ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ ନବୀନ । ନିଜ ଅଞ୍ଚଳର ବିକାଶ ପାଇ ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି । ଖୋର୍ଦ୍ଧାର ହେବାଳି ପଡ଼ିଆରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି । ପୁରୀ ପରିକ୍ରମା ପ୍ରକଳ୍ପ …

ପୁରୀ ପରିକ୍ରମା ଓ ଲିଙ୍ଗରାଜଙ୍କ କାମ ବନ୍ଦ କରିବାକୁ ଚେଷ୍ଟା କରିଥିଲେ ଅପରାଜିତା Read More »