କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି, ପରବର୍ତ୍ତୀ ଶୁଣାଣି ୨୯ରେ

ନୂଆଦିଲ୍ଲୀ: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ରିଲିଫ ଦେବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି । ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଇଡିଙ୍କୁ ନୋଟିସ ଜାରି କରିଛନ୍ତି । ଏପ୍ରିଲ ୨୪ ସୁଦ୍ଧା ଏହାର ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ କେଜ୍ରିୱାଲ ମାମଲାର ଶୁଣାଣି ଆସନ୍ତା ୨୯ରେ ହେବ । ଆସନ୍ତା ୨୪ ସୁଦ୍ଧା ଜବାବ ଦେବାକୁ ଇଡ଼ିକୁ ନିର୍ଦ୍ଦେଶ ସୁପ୍ରିମକୋର୍ଟରେ ଅରବିନ୍ଦ କେଜ୍ରିୱାଲଙ୍କ ନିକଟରେ ହାଜର …

କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି, ପରବର୍ତ୍ତୀ ଶୁଣାଣି ୨୯ରେ Read More »