ସାମ୍ବାଦିକାଙ୍କୁ ମାଡ଼ ମାମଲାରେ ଓଡ଼ିଆ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ ଗିରଫ

ଭୁବନେଶ୍ୱର: ଓଡ଼ିଆ ଟିଭି ଚ୍ୟନେଲ୍‌ର ଜଣେ କାର୍ଯ୍ୟରତ ସାମ୍ବାଦିକା ଦେବସ୍ମିତାଙ୍କୁ ଶୁକ୍ରବାର ମାଡ଼ମାରିବା ମାମଲାରେ ଶନିବାର କମିସନରେଟ୍ ପୋଲିସ ସଞ୍ଜୟ ନାୟକ (ଟୁଟୁ)ଙ୍କୁ ଗିରଫ କରିଛି । ଗିରଫ ପୂର୍ବରୁ ଖାରବେଳ ନଗର ଥାନା ପୁଲିସ ଟୁଟୁ ନାୟକଙ୍କୁ ତାଙ୍କର ଭୁବନେଶ୍ୱର ଘରୁ ଉଠାଇ ଆଣି ଦୀର୍ଘ ସମୟ ପର୍ଯ୍ୟନ୍ତ ପଚରାଉଚରା କରିଥିଲା । ଗତକାଲି ଖବର ସଂଗ୍ରହ ସମୟରେ ସାମ୍ବାଦିକା ଦେବସ୍ମିତାଙ୍କୁ ଚାପୁଡ଼ା ମାରିବା ଓ ଦୁର୍ବ୍ୟବହାର କରିବା ଭଳି ସଙ୍ଗୀନ ଅଭିଯୋଗ ଆସିଥିଲା । …

ସାମ୍ବାଦିକାଙ୍କୁ ମାଡ଼ ମାମଲାରେ ଓଡ଼ିଆ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ ଗିରଫ Read More »