ନୂତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଚାଲିଛି ଘର ଖୋଜା

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଅର୍ଥାତ୍‌ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ । ଆଉ ଏହି ବୈଠକ ପରେ ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହା ଘୋଷଣା କରାଯିବା ସମ୍ଭାବନା ରହିଛି । ଏହାସହ ନୂତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ସରକାରୀ ବାସଭବନ ପାଇଁ ସନ୍ଧାନ ଆରମ୍ଭ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ବାସଭବନରେ ରହୁଥିବାରୁ ତାଙ୍କର ସରକାରୀ ବାସଭବନ ନଥିଲା । ସେ …

ନୂତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଚାଲିଛି ଘର ଖୋଜା Read More »