odisha bjp new cm

ମୋହନ ମାଝୀ ହେଲେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶା ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ଦିନ ଠାରୁ ରାଜ୍ୟରେ କିଏ ହେବ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଲାଗିରହିଥିଲା ସସପେନ୍ସ । ମୁଖ୍ୟମନ୍ତ୍ରୀ ରେସ୍‌ରେ ଥିଲେ ଅନେକ ନେତା । ଆଉ ବର୍ତ୍ତମାନ ତାହା ଉପରେ ବିରାମ ଲଗାଇଛନ୍ତି ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନେତୃତ୍ୱ । ଶେଷରେ ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀଯୁକ୍ତ ମୋହନ ମାଝୀଙ୍କ ନାଁରେ …

ମୋହନ ମାଝୀ ହେଲେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ Read More »

ନବୀନଙ୍କୁ ନିମନ୍ତ୍ରଣ ଦେଲେ ବିଜେପିର ୫ ବରିଷ୍ଠ ନେତା

ଭୁବନେଶ୍ୱର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ସାମିଲ ହେବାକୁ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ବିଜେପି ପକ୍ଷରୁ ନିମନ୍ତ୍ରଣ ଦିଆଯାଇଛି। ଆଜି ନିମନ୍ତ୍ରଣ ପତ୍ର ଦେବାକୁ ନବୀନ ନିବାସରେ ପହଞ୍ଚିଥିଲେ ବିଜେପିର ୫ ବରିଷ୍ଠ ନେତା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ ଓ ବରିଷ୍ଠ ନେତା ତଥା ପ୍ରାକ୍ତନ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ନବୀନ ନିବାସରେ ପହଞ୍ଚିଥିଲେ। ନବୀନ ପଟ୍ଟନାୟକ ସେମାନଙ୍କ ହାତରୁ …

ନବୀନଙ୍କୁ ନିମନ୍ତ୍ରଣ ଦେଲେ ବିଜେପିର ୫ ବରିଷ୍ଠ ନେତା Read More »

RSS
Follow by Email
Scroll to Top
Close Bitnami banner
Bitnami