ଓଡିଶା ଆସୁଛି ଲଘୁଚାପ

ଭୁବନେଶ୍ୱର : ଆସନ୍ତା ଜୁଲାଇ ୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ, ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମି.ମି. ରହିପାରେ । ଜୁଲାଇ ପ୍ରଥମାର୍ଦ୍ଧରେ …

ଓଡିଶା ଆସୁଛି ଲଘୁଚାପ Read More »