odisha weather report

ତାତିରୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର : ତାତିରୁ ମିଳିଛି ଆଶ୍ୱସ୍ତି । ଆଗାମୀ ୫ ଦିନ ଯାଏଁ ଲାଗିରହିବ ବର୍ଷା ଘଡଘଡି । ଗତ ୨୪ ଘଣ୍ଟାରେ ବୌଦ୍ଧରେ ସର୍ବାଧିକ ୧୦.୮ ସେମି ବର୍ଷା ରେକର୍ଡ କରାଯାଇଛି । ସେହିଭଳି ୮ ସହରରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ …

ତାତିରୁ ମିଳିଲା ଆଶ୍ୱସ୍ତି Read More »

ବର୍ଷାରେ ଭିଜିଲା ରାଜଧାନୀ ଭୁବନେଶ୍ଵର, ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର : ଆଜି ବି ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ୟ ବର୍ଷାର ଦେଖାଦର୍ଶନ ନାହିଁ । ଏହାରି ଭିତରେ ବର୍ଷାରେ ଭିଜିଛି ରାଜଧାନୀ ଭୁବନେଶ୍ୱର। ଆଉ ରାଜଧାନୀବାସୀଙ୍କୁ ମିଳିଛି ଅସମ୍ଭାଳ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି। ପବନ ବର୍ଷା ଯୋଗୁ ରାଜଧାନୀର କେତେକ ସ୍ଥାନରେ ରାସ୍ତାରେ ଗଛ ଉପୁଡ଼ି ପଡ଼ିଛି। ଘନଘନ ବିଜୁଳି ମାରୁଥିବାରୁ ଲୋକମାନେ ରାସ୍ତାରେ ଯିବାକୁ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ଆଜି ସକାଳେ ରାଜଧାନୀ ଭୁବନେଶ୍ୱରରେ ଅସମ୍ଭାଳ …

ବର୍ଷାରେ ଭିଜିଲା ରାଜଧାନୀ ଭୁବନେଶ୍ଵର, ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି Read More »

ସକ୍ରିୟ ହୋଇପାରୁନି ମୌସୁମୀ

ଭୁବନେଶ୍ୱର : ସକ୍ରିୟ ହେବାର ନାଁ ନେଉନାହିଁ ମୌସୁମୀ ବାୟୁ । ୪ ଦିନ ତଳେ ଓଡ଼ିଶା ଛୁଇଁଥିବା ମୌସୁମୀ ବାୟୁ ମାଲକାନଗିରିରେ ଅଟକି ରହିଛି । ସେପଟେ ମୌସୁମୀ ବାୟୁ ଆଗକୁ ବଢ଼ିବାରେ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ବେଳେ କାଲିଠାରୁ ବର୍ଷାର ପରିଣାମ ବଢ଼ିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୪ ଦିନ ପୂର୍ବରୁ ମାଲକାନଗିରିକୁ ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଶା କରାଯାଉଥିଲା , ଏଥର …

ସକ୍ରିୟ ହୋଇପାରୁନି ମୌସୁମୀ Read More »

ଓଡିଶାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର : ଆସିଲା ମୌସୁମୀ, ହେଲେ ଅନୁକୂଳ ବାତାବରଣ ନଥିବାରୁ ଆଗକୁ ବଢିପାରୁନି ମୌସୁମୀ । ଫଳରେ ରାଜ୍ୟରେ ଆହୁରି ତିନିରୁ ଚାରି ଦିନ ଗ୍ରୀଷ୍ମ ପ୍ରବାହ ଲାଗି ରହିବାନେଇ ପୂର୍ବାନୁମାନ କରାଯାଇଛି । ବିଶେଷକରି ଉତ୍ତର ଏବଂ ଉପକୂଳ ଓଡିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ସେପଟେ ରାଜ୍ୟରେ ଅଂଶୁଘାତର ମାମଲା ବଢୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ପାଇଁ ଆଜି ଓଡିଶାର ୧୫ ଜିଲ୍ଲାକୁ …

ଓଡିଶାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର Read More »

RSS
Follow by Email
Scroll to Top
Close Bitnami banner
Bitnami