ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ସ୍ୱାଭାବିକ ସମୟର ୪ଦିନ ପୂର୍ବରୁ ଓଡିଶା ଛୁଇଁଲା ମୌସୁମୀ । ମାଲକାନଗିରି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଥିବା ନେଇ ସୂଚନା ମିଳିଛି । ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟ ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ ଗତ ୩୦ ତାରିଖରେ କେରଳ …

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ Read More »