ବଢିଲା ପଞ୍ଚାୟତ ପ୍ରତିନିଧିଙ୍କ ପାରିତୋଷିକ

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ କରିଥିଲେ । ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହେଉଥିଲା । ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ …

ବଢିଲା ପଞ୍ଚାୟତ ପ୍ରତିନିଧିଙ୍କ ପାରିତୋଷିକ Read More »