ମହାପ୍ରଭୁଙ୍କୁ ରାଜନୀତିଠାରୁ ଉର୍ଦ୍ଧ୍ୱରେ ରଖିବାକୁ ପରାମର୍ଶ ଦେଲେ ପାଣ୍ଡିଆନ

ଭୁବନେଶ୍ୱର: ପ୍ରଭୁ ଜଗନ୍ନାଥ ଓଡିଆ ଅସ୍ମିତାର ପ୍ରତୀକ । ମୁଖ୍ୟମନ୍ତ୍ରୀ ସବୁବେଳେ ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିଆସିଛନ୍ତି । ଭଗବାନ ଅମର ଓ ମଣିଷ ମରଣଶୀଳ ଏମାନଙ୍କର ମିଶ୍ରଣ କେବେ ବି ହୋଇପାରିବନି । ଏପରି କହି ବିଜେପିର ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ରଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡ଼ିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ‘ଜଗନ୍ନାଥ ମୋଦୀଙ୍କ ଭକ୍ତ’ ବୟାନରେ ସମ୍ବିତଙ୍କୁ ସମାଲୋଚନା କରିଛନ୍ତି ପାଣ୍ଡିଆନ । ତେଣୁ ପ୍ରଭୁ ଜଗନ୍ନାଥଙ୍କୁ ରାଜନୀତିଠାରୁ …

ମହାପ୍ରଭୁଙ୍କୁ ରାଜନୀତିଠାରୁ ଉର୍ଦ୍ଧ୍ୱରେ ରଖିବାକୁ ପରାମର୍ଶ ଦେଲେ ପାଣ୍ଡିଆନ Read More »