ରାଉରକେଲା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପାଣ୍ଡିଆନ

ରାଉରକେଲା: ରାଉରକେଲାର ସେକ୍ଟର ୩ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସେବାୟତ ଓ ଲୋକଙ୍କ ସହ ସୁବିଧା ଅସୁବିଧା ନେଇ ଆଲୋଚନା କରିଥିଲେ ପାଣ୍ଡିଆନ୍ । ରାଉରକେଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ । ଗସ୍ତ ସମୟରେ ରଘୁନାଥପାଲି ବିଜେଡି ପ୍ରାର୍ଥୀ ଅର୍ଚ୍ଚନା ରେଖା ବେହେରା, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ବହୁ ବିଜେଡି …

 ରାଉରକେଲା ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପାଣ୍ଡିଆନ Read More »