ଚମ୍ପୁଆରେ ପାଣ୍ଡିଆନଙ୍କ ପ୍ରଚାର, ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ କଲେ ଅନୁରୋଧ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଚମ୍ପୁଆରେ ଜୋରଦାର ପ୍ରଚାର କରିଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ବିଧାନସଭା ପ୍ରାର୍ଥୀ ସନାତନ ମହାକୁଡ଼ ଓ ଲୋକସଭା ପ୍ରାର୍ଥୀ ଧନୁର୍ଜୟ ସିଦ୍ଧଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି ପାଣ୍ଡିଆନ । ସେ କହିଛନ୍ତି, ଉଭୟ ଏମଏଲଏ ଓ ଏମପି ବିଜେଡିରୁ ହେବା ଦରକାର । ଅନ୍ୟ ଦଳର ଏମପି ହେଲେ ବିକାଶ କାମରେ ବାଧା ଦେବେ । ଚାଲିଥିବା ବିକାଶ କାମକୁ ଅଟକାଇ ଦେବେ । …

  ଚମ୍ପୁଆରେ ପାଣ୍ଡିଆନଙ୍କ ପ୍ରଚାର, ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ କଲେ ଅନୁରୋଧ Read More »