ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କ୍ଷମା ମାଗିଲା ପତଞ୍ଜଳି
ନୂଆଦିଲ୍ଲୀ: ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସର୍ତ୍ତମୂଳକ ଭାବେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ । ଏଥିସହ ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ମଧ୍ୟ ଦାଖଲ କରିଛି । ଅବମାନନା ନୋଟିସର ଜବାବ ନ ଦେଇଥିବାରୁ ଉଭୟ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ଏପ୍ରିଲ ୨ ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ ମାନ୍ୟବର ସୁପ୍ରିମକୋର୍ଟ । ଏକ ସଂକ୍ଷିପ୍ତ ସତ୍ୟପାଠ ଦାଖଲ କରି ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଛନ୍ତି …
ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କ୍ଷମା ମାଗିଲା ପତଞ୍ଜଳି Read More »