ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ଉଦ୍ଦେଶ୍ୟରେ ସେ ଓଡ଼ିଶା ଆସୁଛନ୍ତି । ଏହାପରେ ପୁଣି ସେ ଆସନ୍ତା ୧୦ ଓ ୧୧ ତାରିଖରେ ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଆଜି ଅପରାହ୍ନରେ ଓଡ଼ିଶା ଆସି ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାରକୁ ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । …

 ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ Read More »