ତୃତୀୟ ପର୍ଯ୍ୟାୟରେ ସବୁଠୁ ଚର୍ଚ୍ଚିତ ଆସନରେ ହେବ ମତଦାନ

ଭୁୁବନେଶ୍ୱର : ଆସନ୍ତା ୨୫ ତାରିଖରେ ଓଡ଼ିଶାରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହି ପର୍ଯ୍ୟାୟରେ ସବୁଠୁ ଚର୍ଚ୍ଚିତ ଆସନରେ ଭୋଟିଂ ହେବ । ୬ଟି ଲୋକସଭା କ୍ଷେତ୍ର ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱରରେ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ଶେଷ ହେବ । ଆଜି ଶେଷଦିନରେ ଘମାଘୋଟ ପ୍ରଚାର ଚଳାଇଛନ୍ତି ସବୁଦଳ । ଆସନ୍ତା ଶନିବାର ଏହି ୬ ଲୋକସଭା ଆସନ ସହ ୪୨ ବିଧାନସଭା …

ତୃତୀୟ ପର୍ଯ୍ୟାୟରେ ସବୁଠୁ ଚର୍ଚ୍ଚିତ ଆସନରେ ହେବ ମତଦାନ Read More »