ଧର୍ମେନ୍ଦ୍ରଙ୍କୁ ସମାଲୋଚନା କଲେ ପ୍ରଣବ

ଭୁବନେଶ୍ୱର: ଓଡ଼ିଶାର ସଂସ୍କୃତି ଉଚ୍ଚକୋଟୀର । ଜଣେ ବ୍ୟକ୍ତି ରାଜନୀତିରେ ଥାଆନ୍ତୁ କିମ୍ବା କୌଣସି ବି କ୍ଷେତ୍ରରେ, ସମସ୍ତେ ଏହି ସଂସ୍କୃତିକୁ ସମ୍ମାନ ଦେଇଥାନ୍ତି । ଅତ୍ୟନ୍ତ ଶାଳୀନତା ଓ ଭଦ୍ରାମୀର ସହ କଥା ହେବା ଓ ପ୍ରତିପକ୍ଷଙ୍କୁ ସମ୍ମାନ ଦେବା ହିଁ ଓଡ଼ିଆଙ୍କୁ ଦେଶର ସମ୍ମାନସ୍ପଦ ପରିଚୟ ଦେଇଛି । ଓଡ଼ିଶା ରାଜନୈତିକ କ୍ଷେତ୍ରରେ ବି ଅତ୍ୟନ୍ତ ଉଚ୍ଚକୋଟୀର ଶାଳୀନତା ରହି ଆସିଛି । ଯାହାକୁ ସବୁ ଦଳର ନେତାମାନେ ପାଳନ କରିଆସୁଛନ୍ତି । ହେଲେ …

ଧର୍ମେନ୍ଦ୍ରଙ୍କୁ ସମାଲୋଚନା କଲେ ପ୍ରଣବ Read More »