ଗିରଫ ହେଲେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ

ଭୁବନେଶ୍ୱର: ବନ୍ଧା ହେଲେ ପ୍ରଶାନ୍ତ ଜଗଦେବ । ଗୁଣ୍ଡାଗିରିର ସବୁ ସୀମା ଟପିଲେ ପ୍ରଶାନ୍ତ । ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳିର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥରେ ପଶି ଭଙ୍ଗାରୁଜା ଇଭିଏମ ଭାଙ୍ଗିଲେ । ଏହି ଘଟଣାରେ ପ୍ରଶାନ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ପରେ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଇ ଦିଆଯାଇଛି । ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ତାଙ୍କୁ ଗିରଫ କରିଛି ପୋଲିସ । ଇଭିଏମ ଭାଙ୍ଗିବା ପଡ଼ିଲା ମହଙ୍ଗା …

ଗିରଫ ହେଲେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ Read More »