ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଡାକ୍ତରଖାନାରେ ଭର୍ତ୍ତି ହେଲେ ପ୍ରିୟଙ୍କା

ନୂଆଦିଲ୍ଲୀ: ଡାକ୍ତରଖାନାରେ ଭର୍ତ୍ତି ହେଲେ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ । ହଠାତ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ଏହି କାରଣରୁ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଅଂଶଗ୍ରହଣ କରିପାରିବେ ନାହିଁ । ସେ କହିଛନ୍ତି ଯେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବା ମାତ୍ରେ ସେ ଏହି ଯାତ୍ରାର ସାମିଲ ହେବେ । ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହେଲେ ଯାତ୍ରାରେ ହେବି ସାମିଲ ସୋସିଆଲ ମିଡିଆରେ …

ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଡାକ୍ତରଖାନାରେ ଭର୍ତ୍ତି ହେଲେ ପ୍ରିୟଙ୍କା Read More »