ଏମ୍‌ପିଙ୍କ ନିଲମ୍ବନକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନରେ ସୋମବାର ଉତ୍ତେଜନା ଯୋଗୁ ଗୃହକାର୍ଯ୍ୟ ଚାଲିପାରିନାହିଁ । ଲୋକ ସଭା ଏବଂ ରାଜ୍ୟ ସଭାରେ ବିରୋଧୀଦଳ ସଦସ୍ୟମାନେ ସଂସଦର ସୁରକ୍ଷା ଅଭାବ ମାମଲାକୁ ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କଠାରୁ ବିବୃତ୍ତି ଦାବି କରିଥିଲେ । ଗୃହରେ ବିଶୃଙ୍ଖଳା କରୁଥିବା ଅଭିଯୋଗରେ ଲୋକ ସଭା ଓ ରାଜ୍ୟ ସଭାର ମୋଟ ୯୨ ଏମ୍‌ପିଙ୍କୁ ପୂରା ଶୀତକାଳୀନ ଅଧିବେଶନରୁ ନିଲମ୍ବିତ କରାଯାଇଛି । ତେବେ ଏଭଳି କାର୍ଯ୍ୟାନୁଷ୍ଠାନ ଉପରେ କଂଗ୍ରେସର ରାଷ୍ଟ୍ରୀୟ …

ଏମ୍‌ପିଙ୍କ ନିଲମ୍ବନକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା Read More »