ରାଘବଙ୍କୁ କ୍ୱାର୍ଟର୍ସ ଛାଡ଼ିବାକୁ ନିର୍ଦ୍ଦେଶ ଦେଲେ ଦିଲ୍ଲୀ କୋର୍ଟ

ନୂଆଦିଲ୍ଲୀ: କ୍ୱାଟର୍ସ ଛାଡିବାକୁ ଆପ୍ ସାଂସଦ ରାଘବ ଚଢାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ କୋର୍ଟ । ଟାଇପ-୭ ବଙ୍ଗଳାକୁ ନେଇ ରାଜ୍ୟସଭା ସଚିବାଳୟ ଓ ରାଘବଙ୍କୁ ନେଇ ଚାଲିଥିବା ବିବାଦର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ରାଘବଙ୍କୁ ଦିଲ୍ଲୀର ପାଣ୍ଡରା ରୋଡରେ ଯେଉଁ ଟାଇପ-୭ ବଙ୍ଗଳା ଦିଆଯାଇଥିଲା ତାହାକୁ ଗତ ମାର୍ଚ୍ଚରେ ରଦ୍ଦ କରିଥିଲା ରାଜ୍ୟସଭା ସଚିବାଳୟ । ପ୍ରଥମ ଥରର ସାଂସଦମାନଙ୍କୁ ଯେଉଁ ଘର ଦିଆଯାଇଥାଏ ତାହାଠାରୁ ଅଧିକ ମାନର ଟାଇପ-୭ …

ରାଘବଙ୍କୁ କ୍ୱାର୍ଟର୍ସ ଛାଡ଼ିବାକୁ ନିର୍ଦ୍ଦେଶ ଦେଲେ ଦିଲ୍ଲୀ କୋର୍ଟ Read More »