ପ୍ରାଣ ପ୍ରତିଷ୍ଠା ପରେ ବଦଳି ଯାଇଛନ୍ତି ରାମଲଲା
ନୂଆଦିଲ୍ଲୀ: ପ୍ରାଣପ୍ରତିଷ୍ଠା ପରେ ବଦଳି ଯାଇଛନ୍ତି ରାମଲଲା । ପଥରରେ ପ୍ରାଣ ସଂଚାର ପରେ ସମ୍ପୂର୍ଣ୍ଣ ବଦଳି ଯାଇଛି ମୁଖମଣ୍ଡଳ । ବଦଳି ଯାଇଛି ସୌନ୍ଦର୍ଯ୍ୟ । ଏମିତି ବଦଳିଲେ ଯେ ଖୋଦ୍ ବିଗ୍ରହ ନିର୍ମାତା ବି ଆଶ୍ଚର୍ଯ୍ୟ । ନିଜ ହାତରେ ଗଢ଼ିଥିବା ମୂର୍ତ୍ତିକୁ ଏବେ ଚିହ୍ନିବାକୁ ବି ଅସମର୍ଥ ବୋଲି କହିଛନ୍ତି ସ୍ଥପତି ଅରୁଣ ଯୋଗୀରାଜ । ନିଜେ ବିଗ୍ରହ ନିର୍ମାତା ବି ଆଶ୍ଚର୍ଯ୍ୟ ଅରୁଣ ଯୋଗୀରାଜ କହିଛନ୍ତି, ୭ ମାସ ଧରି ବିଗ୍ରହକୁ …