୭ରେ ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବନ୍ତ ରେଡ୍ଡୀ
ହାଇଦ୍ରାବାଦ: କଂଗ୍ରେସ ନେତା ରେବନ୍ତ ରେଡ୍ଡୀ ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ଆସନ୍ତା ୭ ତାରିଖରେ ସେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ତାଙ୍କ ସହ କିଛି ମନ୍ତ୍ରୀ ମଧ୍ୟ ଶପଥ ନେବେ । ହାଇଦ୍ରାବାଦରେ ଅନୁଷ୍ଠିତ ସିଏଲପି ବୈଠକରେ ସର୍ବସମ୍ମତିକ୍ରମେ ଏକ ନିଷ୍ପତ୍ତି ନିଆଯାଇଥିଲା ଏବଂ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରିବାର ଚୂଡ଼ାନ୍ତ ନିଷ୍ପତ୍ତି ଦଳୀୟ ହାଇକମାଣ୍ଡଙ୍କ ଉପରେ ଛାଡ଼ି ଦିଆଯାଇଥିଲା । କଂଗ୍ରେସ ହାଇକମାଣ୍ଡ ରେବନ୍ତ ରେଡ୍ଡୀ ତେଲେଙ୍ଗାନାର …
୭ରେ ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବନ୍ତ ରେଡ୍ଡୀ Read More »