ରଶ୍ମିକା-କ୍ୟାଟ୍ରିନାଙ୍କ ପରେ ଡିପ୍‌ଫେକ୍‌ର ଶିକାର ହେଲେ ସାରା ତେନ୍ଦୁଲକର

ମୁମ୍ବାଇ: ସାଉଥ୍ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ବଲିଉଡ଼ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ପରେ ଏବେ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଡିପ୍‌ଫେକ୍ ଟେକ୍ନୋଲୋଜିର ଶିକାର ହୋଇଛନ୍ତି । ସାରାଙ୍କ ଏକ ନକଲି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ସାରା ଗିଲ୍‌ଙ୍କ ସହ ନୁହେଁ ଭାଇଙ୍କ ବେକରେ ପକାଇଛନ୍ତି ହାତ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରେ ସାରା ତେନ୍ଦୁଲକର ତାଙ୍କ ତଥାକଥିତ ପ୍ରେମିକ ତଥା ଭାରତୀୟ କ୍ରିକେଟର ଶୁଭମନ ଗିଲଙ୍କ …

ରଶ୍ମିକା-କ୍ୟାଟ୍ରିନାଙ୍କ ପରେ ଡିପ୍‌ଫେକ୍‌ର ଶିକାର ହେଲେ ସାରା ତେନ୍ଦୁଲକର Read More »