ଓଡ଼ିଶା ସ୍କିଲ୍ସ’ ରାଜ୍ୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ିଙ୍କ ଭିତରେ ଥିବା ଦକ୍ଷତାକୁ ବିଶ୍ୱସ୍ତରୀୟ କରିବା ପାଇଁ ପ୍ରତିବର୍ଷ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା ଆୟୋଜନ କରାଯାଉଛି । ଏହି କ୍ରମରେ ୨୦୨୩-୨୪ ବର୍ଷ ପାଇଁ ପୂର୍ବରୁ ଆୟୋଜିତ ବିଭିନ୍ନ ଦକ୍ଷତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଆଜି ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପଦକ ଓ ସାର୍ଟିଫିକେଟ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଛି । ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଦକ୍ଷତା ବିକାଶ …

ଓଡ଼ିଶା ସ୍କିଲ୍ସ’ ରାଜ୍ୟସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା Read More »