sports news

ସୂର୍ଯ୍ୟକୁମାର ଯାଦବ ଏବଂ ଯଶ୍‌ପ୍ରୀତ୍‌ ବୁମ୍‌ରାଙ୍କ ଦମଦାର ପ୍ରଦର୍ଶନ

ଟି୨୦ ବିଶ୍ୱକପ ସୁପର୍‌-୮ ର ପ୍ରଥମ ମ୍ୟାଚ ଜିତିଲା ଭାରତ । ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ଓ ଯଶ୍‌ପ୍ରୀତ୍‌ ବୁମ୍‌ରାଙ୍କ ଘାତକ ବୋଲିଂ ବଳରେ ଆଫଗାନିସ୍ତାନ ବିପକ୍ଷ ଟି୨୦ ବିଶ୍ୱକପ ସୁପର୍‌-୮ ମ୍ୟାଚକୁ ୪୭ ରନ୍‌ରେ ଜିତି ନେଇଛି ଭାରତ । ଭାରତ ୨୦ ଓଭରରେ ୮ ଉଇକେଟ ହରାଇ ୧୮୧ ରନ୍‌ ସ୍କୋର କରିଥିଲା। ତେବେ ଏହାର ଜବାବରେ ଆଫଗାନିସ୍ତାନ ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୧୩୪ ରନ୍‌ କରିଥିଲା । ଉଭୟ ବ୍ୟାଟ …

ସୂର୍ଯ୍ୟକୁମାର ଯାଦବ ଏବଂ ଯଶ୍‌ପ୍ରୀତ୍‌ ବୁମ୍‌ରାଙ୍କ ଦମଦାର ପ୍ରଦର୍ଶନ Read More »

ଜନ୍ମଦିନରେ କିଙ୍ଗ୍ କୋହଲିଙ୍କ ‘ବିରାଟ୍ କୀର୍ତ୍ତିମାନ’

ନିଜ ୩୫ତମ ଜନ୍ମଦିନରେ କିଙ୍ଗ କୋହଲି ରଚିଛନ୍ତି ବିରାଟ କୀର୍ତ୍ତିମାନ । ଦିନିକିଆ କ୍ରିକେଟରେ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ସର୍ବକାଳୀନ ଶତକ ରେକର୍ଡର ସମକକ୍ଷ ହୋଇଛନ୍ତି ଭାରତୀୟ ରନ ମେସିନ କୋହଲି । ଏହା ହେଉଛି କୋହଲିଙ୍କ ଦିନିକିଆ କ୍ୟାରିୟରର ୪୯ତମ ଶତକ । ତେନ୍ଦୁଲକର ଦିନିକିଆ କ୍ରିକେଟରେ ୪୫୨ ଇନିଂସରୁ ୪୯ ଶତକ ହାସଲ କରିଥିଲେ । ତେବେ ବିରାଟ ମାତ୍ର ୨୭୭ଟି ଇନିଂସରେ ଏହି ରେକର୍ଡର ସମକକ୍ଷ ହୋଇଛନ୍ତି । ଦିନିକିଆରେ ସର୍ବାଧିକ …

ଜନ୍ମଦିନରେ କିଙ୍ଗ୍ କୋହଲିଙ୍କ ‘ବିରାଟ୍ କୀର୍ତ୍ତିମାନ’ Read More »

ଆନ୍ତର୍ଜାତିକ କ୍ରିକେଟ୍‌ରେ ସର୍ବାଧିକ ଛକାରେ ଗେଲଙ୍କୁ ଟପିଲେ ହିଟ୍ ମ୍ୟାନ୍‌

ପାକିସ୍ତାନ ବିପକ୍ଷ ବିଶ୍ୱକପ ମ୍ୟାଚ୍‌ରେ ଭାରତୀୟ ବିଜୟର ପ୍ରମୁଖ ବିନ୍ଧାଣି ସାଜିଛନ୍ତି ବୋଲର ଓ ଅଧିନାୟକ ହିଟମ୍ୟାନ୍ । ପ୍ରଥମେ ବୋଲିଂ ୟୁନିଟ୍ ପାକିସ୍ତାନକୁ ବାନ୍ଧି ରଖିଥିବାବେଳେ ପରେ ଆକ୍ରମଣାତ୍ମକ ଆଭିମ୍ମୁଖ୍ୟ ରଖି ଅଧିନାୟକ ରୋହିତ ଶର୍ମା ଏହି ଏକପାଖିଆ ବିଜୟ ହାସଲ କରିବାକୁ ରାସ୍ତା ସହଜ କରିଥିଲେ । ଆଉ ପାକିସ୍ତାନକୁ ୭ ୱିକେଟରେ ହରାଇ ବିଶ୍ୱକପରେ ଭାରତ ତା’ ଅପରାଜେୟ ଧାରା ବଜାୟ ରଖିଛି । ରୋହିତଙ୍କ ଦମଦାର ଇନିଂସ ବଳରେ ବିଶ୍ୱକପରେ ପାକିସ୍ତାନ …

ଆନ୍ତର୍ଜାତିକ କ୍ରିକେଟ୍‌ରେ ସର୍ବାଧିକ ଛକାରେ ଗେଲଙ୍କୁ ଟପିଲେ ହିଟ୍ ମ୍ୟାନ୍‌ Read More »

ଦୀପ୍ ଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସିଆନ ଗେମ୍ସ ୨୦୨୩ରେ ଓଡ଼ିଶାର ମହିଳା ହକି ଖେଳାଳି ଦୀପ୍‌ଗ୍ରେସ ଏକ୍କାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି । ଏସିଆନ ଗେମ୍ସରେ ଭାରତ ବ୍ରୋଞ୍ଜ ପଦକ ହାସଲ କରିଥିଲା । ଏଥିରେ ଦୀପ୍‌ଗ୍ରେସଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା । ତାଙ୍କର ଉଲ୍ଲେଖନୀୟ ପ୍ରଦର୍ଶନକୁ ସ୍ୱୀକାର କରିବା ସହ ତାଙ୍କୁ ରାଜ୍ୟ ଯୁବପିଢ଼ିଙ୍କ ପାଇଁ ଏକ ଆଦର୍ଶ ବୋଲି କହି ଦୀପ ଗ୍ରେସଙ୍କୁ ମୁଖ୍ୟମନ୍ତ୍ରୀ ହାର୍ଦ୍ଦିକ ଅଭିନନ୍ଦନ …

ଦୀପ୍ ଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ Read More »

ବିଜୟରୁ ବିଶ୍ୱକପ୍‌-୨୦୨୩ ଅଭିଯାନ ଆରମ୍ଭ କଲା ନ୍ୟୁଜିଲାଣ୍ଡ

ଅହମଦାବାଦ : ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୨୦୨୩ ବିଶ୍ୱକପର ଉଦ୍‌ଘାଟନୀ ମ୍ୟାଚ୍‌ରେ ଇଂଲଣ୍ଡକୁ ୯ ଉଇକେଟରେ ହରାଇଦେଇଛି ନ୍ୟୁଜିଲାଣ୍ଡ । ଫଳରେ ୨୦୧୯ ବିଶ୍ୱକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ନ୍ୟୁଜିଲାଣ୍ଡ । ନ୍ୟୁଜିଲାଣ୍ଡ ୯ ଉଇକେଟ୍‌ରେ ବିଜୟୀ ହୋଇ ବିଶ୍ୱକପ୍ ଅଭିଯାନ ଆରମ୍ଭ କରିଛି । ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୯ …

ବିଜୟରୁ ବିଶ୍ୱକପ୍‌-୨୦୨୩ ଅଭିଯାନ ଆରମ୍ଭ କଲା ନ୍ୟୁଜିଲାଣ୍ଡ Read More »

RSS
Follow by Email
Scroll to Top
Close Bitnami banner
Bitnami