srimandir news

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ୍‌ରେ ଯିବେ ଶ୍ରଦ୍ଧାଳୁ

ପୁରୀ : ଏଣିକି ଖରାରେ ଛିଡ଼ା ହେବେନି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ । ଏବେ ଶ୍ରଦ୍ଧାଳୁମାନେ ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ଼୍‌ରେ ଯିବେ । ଶ୍ରଦ୍ଧାଳୁଙ୍କ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ତାହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉ ଆସୁଛନ୍ତି । ଏଥିପାଇଁ ଭିତ୍ତିିଭୂମି ମଧ୍ୟ ପ୍ରସ୍ତୁତ କରାଯାଉଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଭକ୍ତଙ୍କ ଲାଗି ଅତ୍ୟାଧୁନିକ ସେବା, ସୁବିଧା ଉପଲବ୍ଧ ହେବ । ସେହିପରି ଶ୍ରଦ୍ଧାଳୁଙ୍କ ସ୍ୱଚ୍ଛନ୍ଦ ଦର୍ଶନ …

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ୍‌ରେ ଯିବେ ଶ୍ରଦ୍ଧାଳୁ Read More »

ଆଜି ହେବନି ଶ୍ରୀଜିଉଙ୍କ ରାତ୍ର ପହୁଡ଼

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ନୀତି ହେବନି । ରାତିସାରା ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣିମା । ସୋମବାର ହେଉଛି କାର୍ତ୍ତିକମାସ ପଞ୍ଚୁକ ବ୍ରତର ଅନ୍ତିମ ଦିନ । ଏହି ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନେ ରାଜ ରାଜେଶ୍ୱର ବେଶରେ …

ଆଜି ହେବନି ଶ୍ରୀଜିଉଙ୍କ ରାତ୍ର ପହୁଡ଼ Read More »

ହାପପ୍ୟାଣ୍ଟ ପିନ୍ଧି ଶ୍ରୀମନ୍ଦିରକୁ ଆସିଥିବା ଭକ୍ତଙ୍କୁ ଧୋତି ପିନ୍ଧାଇଲେ ସେବାୟତ

ପୁରୀ: ହାପ ପ୍ୟାଣ୍ଟ ପିନ୍ଧି ଶ୍ରୀମନ୍ଦିରକୁ ଆସିଥିବା ଜଣେ ଶ୍ରଦ୍ଧାଳୁ ହେଲେ ହଟହଟା   । ହାପ ପ୍ୟାଣ୍ଟ ପିନ୍ଧି ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିର ଯାଉଥିବାବେଳେ ଶ୍ରଦ୍ଧାଳୁଙ୍କୁ ଅଟକାଇଲେ ସେବାୟତ । ଶ୍ରୀମନ୍ଦିରକୁ ଯିବାବେଳେ ଶୃଙ୍ଖଳିତ ପୋଷାକ ପରିଧାନ ଉପରେ ସଚେତନ କରାଇଥିଲେ । ପରେ ସେବାୟତମାନେ ଶ୍ରଦ୍ଧାଳୁଙ୍କୁ ଧୋତି ପିନ୍ଧାଇ ମନ୍ଦିର ଭିତରକୁ ଛାଡିଲେ । ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିବାକୁ ଶ୍ରଦ୍ଧାଳୁଙ୍କୁ ପରାମର୍ଶ ଦେଇଥିଲେ ସେବାୟତ । ନୂଆବର୍ଷ ପ୍ରଥମ …

ହାପପ୍ୟାଣ୍ଟ ପିନ୍ଧି ଶ୍ରୀମନ୍ଦିରକୁ ଆସିଥିବା ଭକ୍ତଙ୍କୁ ଧୋତି ପିନ୍ଧାଇଲେ ସେବାୟତ Read More »

RSS
Follow by Email
Scroll to Top
Close Bitnami banner
Bitnami