ଉର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର
ଭୁବନେଶ୍ୱର: ଉର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ବଢାଇଛନ୍ତି ରାଜ୍ୟ ସରକାର । ଏଣିକି ଊର୍ଦ୍ଧୁ ଶିକ୍ଷକମାନେ ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଅସୁବିଧା ସଂପର୍କରେ …