ବୃଦ୍ଧାଙ୍କ ନୃତ୍ୟ ଦେଖି ଲୋକେ ଆଶ୍ଚର୍ଯ୍ୟ

ନ୍ୟୁୟର୍କ : କଥାରେ ଅଛି ବୟସ କେବଳ ଏକ ସଂଖ୍ୟା । ବଢୁଥିବା ବୟସରେ ଅନେକ ଲୋକ ହତାଶ ହୋଇ ନିଜ ଜୀବନକୁ ପରିସ୍ଥିତି ଉପରେ ଛାଡିଦିଅନ୍ତି । କିନ୍ତୁ କିଛି ଲୋକ ଅଛନ୍ତି ଯେଉଁମାନେ ବୟସକୁ ଏକ ସଂଖ୍ୟା ଭାବରେ ବିବେଚନା କରିବା ସହ ନିଜ ସଉକରେ ଆଗକୁ ବଢନ୍ତି । ଜଣେ ୧୦୦ ବର୍ଷୀୟା ବୃଦ୍ଧା ନୃତ୍ୟରେ ପ୍ରବୀଣା । ଆଉ ତାଙ୍କ ନାଚ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ୱାଭାବିକ । …

ବୃଦ୍ଧାଙ୍କ ନୃତ୍ୟ ଦେଖି ଲୋକେ ଆଶ୍ଚର୍ଯ୍ୟ Read More »