ତେଲେଙ୍ଗାନା ଭୋଟ୍ ଆଜି: ମାଓବାଦୀ ପ୍ରଭାବିତ ଅଂଚଳରେ କଡ଼ା ସୁରକ୍ଷା

ହାଇଦ୍ରାବାଦ: ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ସମସ୍ତ ୧୧୯ଟି ଆସନରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି । ୨୨୯୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୩କୋଟି ୨୬ ଲକ୍ଷ ଭୋଟର । ନିର୍ବାଚନକୁ ଦୃଷ୍ଟିରେ ମାଓବାଦୀ ପ୍ରବଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସମ୍ବେଦନଶିଳ ବୁଥ୍ ଗୁଡ଼ିକରେ ୧୪୪ ଧାରା ଜାରି କରାଯାଇଛି । ଆସନ୍ତା ୩ ତାରିଖରେ ଫଳାଫଳ ଘୋଷଣା ହେବ । ମାଓବାଦୀ …

ତେଲେଙ୍ଗାନା ଭୋଟ୍ ଆଜି: ମାଓବାଦୀ ପ୍ରଭାବିତ ଅଂଚଳରେ କଡ଼ା ସୁରକ୍ଷା Read More »