ପଶ୍ଚିମବଙ୍ଗରେ ଏକା ନିର୍ବାଚନ ଲଢ଼ିବ ଟିଏମ୍‌ସି

କୋଲକାତା: ପଶ୍ଚିମବଙ୍ଗରେ ଏକାକୀ ଲୋକ ସଭା ନିର୍ବାଚନ ଲଢିବ ଟିଏମସି । ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ସଭାପତି ମମତା ବାନାର୍ଜୀ ଏହି ଘୋଷଣା କରିଛନ୍ତି । ମମତା ଘୋଷଣା କରିଛନ୍ତି ଯେ, ଟିଏମସି କେବଳ ବଙ୍ଗଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ । ପଶ୍ଚିମବଙ୍ଗ ପାଇଁ ତୃଣମୂଳ କଂଗ୍ରେସ ଆଜି ଏହାର ୪୨ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି । କୋଲକାତାର ବ୍ରିଗେଡ ପ୍ୟାରେଡ ଗ୍ରାଉଣ୍ଡରୁ ମମତା ବାନାର୍ଜୀ ଏହି ଘୋଷଣା କରିଛନ୍ତି । ରାଲି …

ପଶ୍ଚିମବଙ୍ଗରେ ଏକା ନିର୍ବାଚନ ଲଢ଼ିବ ଟିଏମ୍‌ସି Read More »