କର୍ଫ୍ୟୁ ପାଇଁ ଆକାଶ ଛୁଆଁ ପରିବା ଦର

ବାଲେଶ୍ୱର: ବାଲେଶ୍ୱରରେ ଲାଗିଥିବା କର୍ଫ୍ୟୁ ପ୍ରଭାବରେ ପରିବା ଦର ଆକାଶ ଛୁଆଁ ହୋଇଛି। ସବୁ ପରିବା ଦର କିଲୋ ପ୍ରତି ପାଖାପାଖି ୧୦୦ ଟଙ୍କା । ଟମାଟୋ, ପିଆଜ ଦର ୧୦୦ ଉପରେ ଥିବା ବେଳେ କଲରା ୧୦୦, ପୋଟଳ ୮୦, ବାଇଗଣ ୧୦୦, ଝୁଡ଼ଙ୍ଗ ୮୦ ଟଙ୍କା ଛୁଇଁଛି ଦର । ପରିବା ଦର ବୃଦ୍ଧିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଖାଉଟି। ଏଣେ ବାଲେଶ୍ୱର ସହରରେ ବନ୍ଦ ରହିଛି ଇଣ୍ଟରନେଟ ସେବା। ଶାନ୍ତି ଶୃଙ୍ଖଳା ବଜାୟ …

କର୍ଫ୍ୟୁ ପାଇଁ ଆକାଶ ଛୁଆଁ ପରିବା ଦର Read More »