ସରିଲା ଦଶହରା, ଆଜି ବିଦାୟ ନେବେ ମାଆ

ଭୁବନେଶ୍ୱର: ସରିଲା ଦଶହରା । ସବୁଆଡ ଲାଗୁଛି ଖାଁ..ଖାଁ..ଶୂନଶାନ । ପୂଜା ମଣ୍ଡପ ଶୂନ୍ୟ ପଡିଛି । ମା’ ଅଛନ୍ତି ହେଲେ ଭିଡ ନାହିଁ । ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣକୁ ଚିତ୍ତାକର୍ଷକ କରିବା ପାଇଁ ସମସ୍ତ ପୂଜା କମିଟି ଯୋଜନା କରିଛନ୍ତି । ନାସିକ ଢୋଲରେ କମ୍ପିବ ରାଜରାସ୍ତା …

ସରିଲା ଦଶହରା, ଆଜି ବିଦାୟ ନେବେ ମାଆ Read More »