ଟ୍ରେନ୍ ଦୁର୍ଘଟଣା: ୮ ମୃତ, ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ରାୟଗଡ଼ା: ଛାତିଥରା ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ଆନ୍ଧ୍ରପ୍ରଦେଶର ବିଜୟନଗରମ୍ ଜିଲ୍ଲାର କଣ୍ଟାକାପଲ୍ଲୀ ଏବଂ ଆଲାମଣ୍ଡା ଷ୍ଟେସନ ମଧ୍ୟରେ ଆଜି ସନ୍ଧ୍ୟାରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏହି ଟ୍ରେନ୍ ଦୁର୍ଘଟଣାରେ ରିପୋର୍ଟ ଲେଖାଯିବା ବେଳକୁ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି । ଏନେଇ ପୂର୍ବତଟ ରେଳପଥ ପକ୍ଷରୁ ହେଲ୍‌ପଲାଇନ୍ ନମ୍ବର ଜାରି କରାଯାଇଛି । ଉଦ୍ଧାର ପାଇଁ ଭୁବନେଶ୍ୱରରୁ ଏକ …

ଟ୍ରେନ୍ ଦୁର୍ଘଟଣା: ୮ ମୃତ, ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ Read More »