ଟ୍ରମ୍ପଙ୍କୁ ଝଟ୍କା: ଲଢ଼ି ପାରିବେନି ରାଷ୍ଟ୍ରପତି ନିର୍ବାଚନ
ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା । ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢ଼ି ପାରିବେନି । କ୍ୟାପିଟଲ୍ ହିଂସା ମାମଲାରେ ତାଙ୍କୁ ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷଣା କରିଛନ୍ତି କୋଲୋରାଡୋ କୋର୍ଟ । ଆମେରିକୀୟ ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ ଏହି ରାୟ ଦେଇଛନ୍ତି କୋର୍ଟ । ବିଦ୍ରୋହ ସଂପର୍କିତ ଏହି ଧାରାକୁ ବ୍ୟବହାର କରି କୌଣସି ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମେରିକା ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା …
ଟ୍ରମ୍ପଙ୍କୁ ଝଟ୍କା: ଲଢ଼ି ପାରିବେନି ରାଷ୍ଟ୍ରପତି ନିର୍ବାଚନ Read More »