v k pandian

ତିନି ଚତୁର୍ଥାଂଶ ଆସନରେ ଜିତିବ ବିଜେଡ଼ି

ଭୁବନେଶ୍ୱର: ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ବ୍ୟବଧାନରେ ବାଜିମାତ କରିବ ବୋଲି ଆକଳନ କରିଛନ୍ତି ବିଜେଡି ନେତା ତଥା ନବୀନ ଓଡିଶା ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଭୁବନେଶ୍ୱରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗ ଦେଇ ଶ୍ରୀ ପାଣ୍ଡିଆନ ଏହା କହିଛନ୍ତି । ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ବ୍ୟବଧାନରେ ବିଜୟୀ ହୋଇ ପୁଣି ଥରେ ସରକାରକୁ ଆସୁଛନ୍ତି । …

ତିନି ଚତୁର୍ଥାଂଶ ଆସନରେ ଜିତିବ ବିଜେଡ଼ି Read More »

୨୪ରେ ନିର୍ବାଚନ ଲଢ଼ିବେନି ପାଣ୍ଡିଆନ୍‌

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ପ୍ରତିଦ୍ୱିନ୍ଦ୍ୱିତା କରିବେ ନାହିଁ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ବିଜେଡି ନେତା ଓ କର୍ମୀଙ୍କୁ ୫ଟି ଅଧ୍ୟକ୍ଷଙ୍କ ସମ୍ବୋଧନ । ମୁଁ ନିର୍ବାଚନ ଲଢିବି ନାହିଁ , ଜନସେବା ମୋର ଲକ୍ଷ୍ୟ ବୋଲି ସେ କହିଛନ୍ତି । ବିଜୁ ବାବୁ ଓ ନବୀବ ବାବୁଙ୍କ ପ୍ରତି ଥିବା ଭଲ ପାଇବା ମୁଁ ଦେଖିଛି । ସେମାନଙ୍କ ଆଦର୍ଶ ଓ ନେତୃତ୍ୱ ମୋତେ …

୨୪ରେ ନିର୍ବାଚନ ଲଢ଼ିବେନି ପାଣ୍ଡିଆନ୍‌ Read More »

ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ପାଣ୍ଡିଆନ

ଭୁବନେଶ୍ୱର: ଅବସରପ୍ରାପ୍ତ ଆଇଏଏସ୍ ଭିକେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ସେ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ବିଧିବଦ୍ଧ ଭାବେ ଦଳରେ ସ୍ୱାଗତ କରିଛନ୍ତି । ୫ଟି ସଚିବ ଭାବେ ବେଶ ଖ୍ୟାତି ଅର୍ଜନ କରିଥିବା ବେଳେ ନବୀନ ନିବାସରେ ବହୁ ବରିଷ୍ଠ ନେତା ତାଙ୍କୁ ସ୍ୱାଗତ କରିଥିଲେ …

ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ପାଣ୍ଡିଆନ Read More »

‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ହେଲେ ପାଣ୍ଡିଆନ

ଭୁବନେଶ୍ୱର: ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି ଭି କାର୍ତ୍ତିକେୟ ପାଣ୍ଡିଆନ । ଏବେ ତାଙ୍କୁ ମିଳିଛି ନୂଆ ନିଯୁକ୍ତି । ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବେ ଭି କାର୍ତ୍ତିକେୟ ପାଣ୍ଡିଆନ । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଛି । ସେ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ ବୋଲି ଜଣାଯାଇଛି । ସୋମବାର ତାଙ୍କ ଅବସର ଆବେଦନକୁ କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ହେବା ପରେ ରାଜ୍ୟ ସରକାର ତାଙ୍କୁ …

‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ହେଲେ ପାଣ୍ଡିଆନ Read More »

RSS
Follow by Email
Scroll to Top
Close Bitnami banner
Bitnami