ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡ଼ିଲା

ଭୁବନେଶ୍ୱର: ଓଡ଼ିଶାର ରେଳ ଭିତ୍ତିଭୂମି ଆଉ ଗୋଟିଏ ପାଦ ଆଗେଇଛି । ରାଜ୍ୟରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ ସେବା ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍ ସେବାର ଶୁଭାରମ୍ଭ କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ବିକାଶ ପାଇଁ ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତ ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ ଅବସରରେ ଏହି ସେବା ଆରମ୍ଭ କରିଛନ୍ତି । ଏହିକ୍ରମରେ ପ୍ରଧାନମନ୍ତ୍ରୀ …

ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡ଼ିଲା Read More »