ମାଆ ସମଲେଶ୍ୱରୀଙ୍କ ଦର୍ଶନ କଲେ ପାଣ୍ଡିଆନ

ସମ୍ବଲପୁର: ଆଜି ସକାଳୁ ସମ୍ବଲପୁରରେ ମାଆ ସମଲେଶ୍ୱରୀଙ୍କ ଦର୍ଶନ କରିଛନ୍ତି ବରିଷ୍ଠ ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସେ ମାଆ ସମଲେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ନେଇଥିଲେ । ମାଆ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହିତ ପୂଜକ ଓ ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ବିଭିନ୍ନ ସୁବିଧା ଅସୁବିଧା ନେଇ ପଚାରିଥିଲେ । ଏଥିସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ମନ୍ଦିର ପରିସର ଓ ମହାନଦୀ ଆଳତି …

 ମାଆ ସମଲେଶ୍ୱରୀଙ୍କ ଦର୍ଶନ କଲେ ପାଣ୍ଡିଆନ Read More »