vk Pandian’s campaign at bhubaneswar

ନବୀନ ନିବାସରେ ବିଜୁ ପଟ୍ଟନାୟକଙ୍କ ନାତି, ଲାଗିଛି ନେତାଙ୍କ ଭିଡ଼

ଭୁବନେଶ୍ୱର: ରାଜ୍ୟରେ ନିର୍ବାଚନ ସମାପ୍ତ ହେବାପରେ ବି ସରଗରମ ରହିଛି ରାଜନୈତିକ ମାହୋଲ । ୨୫ ବର୍ଷର ସ୍ଥିର ସରକାର କରିଥିବା ବିଜେଡ଼ି ପରାଜୟ ପରେ , ପ୍ରାୟତଃ ପ୍ରତିଦିନ ନବୀନ ନିବାସରେ ବିଜେଡ଼ି ନେତା ଏବଂ ଗଣମାଧ୍ୟମ ପ୍ରତିନିଧି ମାନଙ୍କର ଭିଡ଼ ଦେଖିବାକୁ ମିଳୁଛି । ଆଗାମୀ ରଣନୀତି କଣ ରହିବ, ବିଜେଡି ବିରୋଧୀ ଦଳ ଆସନରେ ରହି ନୂଆ ସରକାରକୁ କିପରି ସାମ୍ନା କରିବ ତାକୁ ନେଇ ପ୍ରସ୍ତୁତ ହେଉଛି ସୁଦୃଢ ରଣନୀତି । …

ନବୀନ ନିବାସରେ ବିଜୁ ପଟ୍ଟନାୟକଙ୍କ ନାତି, ଲାଗିଛି ନେତାଙ୍କ ଭିଡ଼ Read More »

ପାଣ୍ଡିଆନଙ୍କ ମାରାଥନ ପ୍ରଚାର, ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ କଲେ ଅନୁରୋଧ

ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି ୫ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । ପ୍ରଥମେ ସାଲିଆ ସାହି, ତା’ ପରେ କଲ୍ୟାଣସିଂହପୁର ଓ ନହରକଣ୍ଟାରେ ପ୍ରଚାର କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ । ଏଥିସହ ବିରୋଧୀଙ୍କୁ କରିଥିଲେ ଟାର୍ଗେଟ । ସାଲିଆସାହି ବାସିନ୍ଦାଙ୍କୁ କେହି ଉଚ୍ଛେଦ କରିପାରିବେନି ସାଲିଆ ସାହିର ବାସିନ୍ଦାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେତେ ଭଲ ପାଆନ୍ତି ସେହି ଅନୁଭୁତି ବଖାଣିଥିଲେ …

ପାଣ୍ଡିଆନଙ୍କ ମାରାଥନ ପ୍ରଚାର, ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ କଲେ ଅନୁରୋଧ Read More »

RSS
Follow by Email
Scroll to Top
Close Bitnami banner
Bitnami